Proverbs 12:13 — Compare Translations

5 translations compared side by side

Odia - 1840
"ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟର ଓଷ୍ଠରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।

Recommended Reading