Proverbs 12:14 — Compare Translations

5 translations compared side by side

Odia - 1840
"ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।