Proverbs 12:15 — Compare Translations
5 translations compared side by side
Odia - 1840
"ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥନ୍ତ ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାନର ପଥ ତା’ର ନିଜ ଦୃଷ୍ଟିରେ ଯଥାର୍ଥ ମାତ୍ର ଜ୍ଞାନବାନମାନେ ପରାମର୍ଶ ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।