Proverbs 12:16 — Compare Translations
5 translations compared side by side
Odia - 1840
"ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; କିନ୍ତୁ ବିଜ୍ଞ ମନୁଷ୍ୟ ଅପମାନକୁ ଉପେକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
Odia IRV 2017 (ଓଡିଆ ବାଇବେଲ)
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।