Proverbs 12:17 — Compare Translations
5 translations compared side by side
Odia - 1840
"ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସତ୍ୟବାଦୀମାନେ ନ୍ୟାୟପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ୟାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।