Proverbs 12:18 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାହାର କାହାର ବାଚାଳତା ଖଡ଼୍‍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ଵା ସ୍ଵାସ୍ଥ୍ୟଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସେମାନଙ୍କର ଶବ୍ଦଗୁଡ଼ିକ ଦ୍ୱିଶାଣିତ ‌‌ଖ‌ଡ଼୍‌ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
Odia IRV 2017 (ଓଡିଆ ବାଇବେଲ)
କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।