Proverbs 12:19 — Compare Translations
5 translations compared side by side
Odia - 1840
"ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ଵା ପଲକମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାବାଦୀର କଥା କେବଳ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ୟତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
Odia IRV 2017 (ଓଡିଆ ବାଇବେଲ)
ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।