Proverbs 12:2 — Compare Translations

5 translations compared side by side

Odia - 1840
"ସତ୍ ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା'ନ୍ତି। କିନ୍ତୁ ଯେଉଁ ବ୍ଯକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସ‌‌‌ତ୍‌‌‌ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା’ନ୍ତି। କିନ୍ତୁ ଯେଉଁ ବ୍ୟକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍‍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
Odia IRV 2017 (ଓଡିଆ ବାଇବେଲ)
ସତ୍‍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।