Proverbs 12:20 — Compare Translations

5 translations compared side by side

Odia - 1840
"ଅନିଷ୍ଟ ଚିନ୍ତାକାରୀର ହୃଦଯ ରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦଯ ଆନନ୍ଦପ୍ରଦ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦୟ ଆନନ୍ଦପ୍ରଦ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।