Proverbs 12:21 — Compare Translations

5 translations compared side by side

Odia - 1840
"ଧାର୍ମିକ ପ୍ରତି କୌଣସି ବିପର୍ୟ୍ଯଯ ଘଟିବ ନାହିଁ, ମାତ୍ର ଦୁଷ୍ଟ ଲୋକମାନଙ୍କର ବହୁତ ସମସ୍ଯା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ପ୍ରତି କୌଣସି ବିପର୍ଯ୍ୟୟ ଘଟିବ ନାହିଁ, ମାତ୍ର ଦୁଷ୍ଟ ଲୋକମାନଙ୍କର ବହୁତ ସମସ୍ୟା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।