Proverbs 12:22 — Compare Translations

5 translations compared side by side

Odia - 1840
"ମିଥ୍ଯାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ଯ କୁହନ୍ତି, ସମାନେେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ୱାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ୟ କୁହନ୍ତି, ସେମାନେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।