Proverbs 12:23 — Compare Translations

5 translations compared side by side

Odia - 1840
"ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
Odia IRV 2017 (ଓଡିଆ ବାଇବେଲ)
ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।