Proverbs 12:24 — Compare Translations
5 translations compared side by side
Odia - 1840
"ଜଣେ କର୍ମଶୀଳଙ୍କ ହସ୍ତ କତ୍ତୃର୍ତ୍ବ କରିବ, ମାତ୍ର ଅଳସୁଆ ଲୋକ ଦାସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କର୍ମଶୀଳର ହସ୍ତ କର୍ତ୍ତୃତ୍ଵ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ କର୍ମଶୀଳଙ୍କ ହସ୍ତ କର୍ତ୍ତୃତ୍ୱ କରିବ, ମାତ୍ର ଅଳସୁଆଲୋକ ଦାସ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
Odia IRV 2017 (ଓଡିଆ ବାଇବେଲ)
କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।