Proverbs 12:25 — Compare Translations

5 translations compared side by side

Odia - 1840
"ମନୁଷ୍ଯର ମନୋବ୍ଯଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ଯ ତାହାର ହରଷ ଜନ୍ମାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।