Proverbs 12:26 — Compare Translations
5 translations compared side by side
Odia - 1840
"ଧାର୍ମିକ ଲୋକ ଆପଣା ପ୍ରତିବେଶୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସମାନଙ୍କେୁ ଭୁଲାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକ ଆପଣା ପ୍ରତିବାସୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।