Proverbs 12:27 — Compare Translations

5 translations compared side by side

Odia - 1840
"ଅଳସୁଆ ମୃଗଯା ରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ଯମାନଙ୍କର ବହୁମୂଲ୍ଯ ସମ୍ପତ୍ତି ପରିଶ୍ରମର ପକ୍ଷ ରେ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମର ପକ୍ଷରେ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
Odia IRV 2017 (ଓଡିଆ ବାଇବେଲ)
ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।