Proverbs 12:28 — Compare Translations

5 translations compared side by side

Odia - 1840
"ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗ ରେ ମୃତ୍ଯୁ ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗରେ ମୃତ୍ୟୁ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।