Proverbs 12:4 — Compare Translations
5 translations compared side by side
Odia - 1840
"ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୁଣବତୀ ସ୍ତ୍ରୀ ଆପଣା ସ୍ଵାମୀର ମୁକୁଟ ସ୍ଵରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ। ଲଜ୍ଜାଦାୟୀନୀ ସ୍ତ୍ରୀ ତା’ର ହାଡ଼ ସବୁର କ୍ଷୟ ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
Odia IRV 2017 (ଓଡିଆ ବାଇବେଲ)
ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।