Proverbs 12:5 — Compare Translations

5 translations compared side by side

Odia - 1840
"ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।