Proverbs 12:6 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନେ ରକ୍ତପାତ କରିବାକୁ ସମାନଙ୍କେର ଶବ୍ଦଗୁଡ଼ିକ ବ୍ଯବହାର କରନ୍ତି। କିନ୍ତୁ ନଷ୍ଠାପର ଲୋକମାନଙ୍କର ଶବ୍ଦଗୁଡ଼ିକ ଅନ୍ୟ ଲୋକମାନଙ୍କୁ ବିପର୍ୟ୍ଯଯରୁ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନେ ରକ୍ତପାତ କରିବାକୁ ସେମାନଙ୍କର ଶବ୍ଦଗୁଡ଼ିକ ବ୍ୟବହାର କରନ୍ତି। କିନ୍ତୁ ନିଷ୍ଠାପର ଲୋକମାନଙ୍କର ଶବ୍ଦଗୁଡ଼ିକ ଅନ୍ୟ ଲୋକମାନଙ୍କୁ ବିପର୍ଯ୍ୟୟରୁ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।