Proverbs 12:7 — Compare Translations
5 translations compared side by side
Odia - 1840
"ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସମାନଙ୍କେ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ଯ ସମାନେେ ସ୍ମୃତି ରେ ହିଁ ରହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସେମାନଙ୍କ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ୟ ସେମାନେ ସ୍ମୃତିରେ ହିଁ ରହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।