Proverbs 12:8 — Compare Translations

5 translations compared side by side

Odia - 1840
"ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ୟ ପ୍ରଶଂସିତ ହେବ। କିନ୍ତୁ ସେହି ମନୁଷ୍ୟ ଯାହାର ହୃଦୟ ଦୁଷ୍ଟ ଓ ଜି‌‌‌ଦ୍‌‌‌ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।