Proverbs 12:9 — Compare Translations
5 translations compared side by side
Odia - 1840
"ଯେଉଁ ଲୋକ ତୁଚ୍ଛୀକୃତ ଆଉ ଯାହାର ଦାସ ଅଛି, ସେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠ, ୟିଏ ନିଜକୁ ମହତ୍ତ୍ବ ବୋଲି ଛଳନା କରେ, କିନ୍ତୁ ତା ପାଖ ରେ ୟଥେଷ୍ଟ ଖାଦ୍ୟ ନ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ତୁଚ୍ଛୀକୃତ ଆଉ ଯାହାର ଦାସ ଅଛି, ସେ ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ, ଯିଏ ନିଜକୁ ମହତ୍ତ୍ୱ ବୋଲି ଛଳନା କରେ, କିନ୍ତୁ ତା’ ପାଖରେ ଯଥେଷ୍ଟ ଖାଦ୍ୟ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।