Proverbs 13:1 — Compare Translations

5 translations compared side by side

Odia - 1840
"ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକାରେ ଶୁଣେ, କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।