Proverbs 13:10 — Compare Translations

5 translations compared side by side

Odia - 1840
"ଅହଙ୍କାରରୁ କବଳେ କଳି ଉତ୍ପନ୍ନ ହୁଏ। ମାତ୍ର ସୁପରାମର୍ଶ ଗ୍ରାହକଠା ରେ ଜ୍ଞାନ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ, ମାତ୍ର ସୁପରାମର୍ଶ ଗ୍ରାହକଠାରେ ଜ୍ଞାନ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
Odia IRV 2017 (ଓଡିଆ ବାଇବେଲ)
ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।