Proverbs 13:11 — Compare Translations
5 translations compared side by side
Odia - 1840
"ଅସତ୍ଯ ଉପାଯ ରେ ଅର୍ଜିଥିବା ଧନ ଧ୍ବଂସ ପାଇବ। ମାତ୍ର ସତ୍ଯ ଅର୍ଜିତ ଧନ ବୃଦ୍ଧି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅସତ୍ୟ ଉପାୟରେ ଅର୍ଜିଥିବା ଧନ ଧ୍ୱଂସ ପାଇବ, ମାତ୍ର ସତ୍ୟ ଅର୍ଜିତ ଧନ ବୃଦ୍ଧି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।