Proverbs 13:14 — Compare Translations

5 translations compared side by side

Odia - 1840
"ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନର ବ୍ୟବସ୍ଥା ଜୀବନ-ଝର ସ୍ଵରୂପ ଅଟେ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ଲୋକର ଶିକ୍ଷା ଜୀବନରେ ଝର ସ୍ୱରୂପ ଅଟେ, ସେ ମୃତ୍ୟୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
Odia IRV 2017 (ଓଡିଆ ବାଇବେଲ)
ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‌‌ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।