Proverbs 13:17 — Compare Translations
5 translations compared side by side
Odia - 1840
"ଦୁଷ୍ଟ ବାର୍ତ୍ତାବାହକ ଆପଦ ରେ ପଡ଼େ, ମାତ୍ର ବିଶ୍ବସ୍ତ ଦୃଢ଼ ସ୍ବାସ୍ଥ୍ଯଜନକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ଵସ୍ତ ଦୂତ ସ୍ଵାସ୍ଥ୍ୟଜନକ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ, ମାତ୍ର ବିଶ୍ୱସ୍ତ ଦୃଢ଼ ସ୍ୱାସ୍ଥ୍ୟଜନକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।