Proverbs 13:18 — Compare Translations
5 translations compared side by side
Odia - 1840
"ଯେଉଁ ଜନ ଶାସନ ଅଗ୍ରାହ୍ଯ କରେ, ସେ ଦରିଦ୍ରତା ଓ ଲଜ୍ଜ୍ଯା ପାଏ। ମାତ୍ର ଯେ ଅନୁୟୋଗ ଗ୍ରହଣ କରେ, ସେ ମର୍ୟ୍ଯାଦା ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ। ମାତ୍ର ଯେ ଅନୁଯୋଗ ଗ୍ରହଣ କରେ, ସେ ମର୍ଯ୍ୟାଦା ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।