Proverbs 13:19 — Compare Translations

5 translations compared side by side

Odia - 1840
"ବାଞ୍ଛା ସିଦ୍ଧି ପ୍ରାଣକୁ ଆନନ୍ଦ ଦିଏ। ଏବଂ ମନ୍ଦ ତ୍ଯାଗ କରିବା ମୂର୍ଖ ଲୋକ ପାଇଁ ଘୃଣାର ବିଷଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ ।
Odia Bible ERV 2004 (ପବିତ୍ର ବାଇବଲ)
ବାଞ୍ଛା ସିଦ୍ଧି ପ୍ରାଣକୁ ଆନନ୍ଦ ଦିଏ। ଏବଂ ମନ୍ଦ ତ୍ୟାଗ କରିବା ମୂର୍ଖ ଲୋକ ପାଇଁ ଘୃଣାର ବିଷୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
Odia IRV 2017 (ଓଡିଆ ବାଇବେଲ)
ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।