Proverbs 13:2 — Compare Translations

5 translations compared side by side

Odia - 1840
"ଉତ୍ତମ ଲୋକମାନେ ସମାନଙ୍କେର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି। ମାତ୍ର ବିଶ୍ବାସଘାତକ ଲୋକମାନେ ହିଂସାରୁ ଭୋଗ କରୋ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ଵାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଲୋକମାନେ ସେମାନଙ୍କର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି, ମାତ୍ର ବିଶ୍ୱାସଘାତକ ଲୋକମାନେ ହିଂସାରୁ ଭୋଗ କରୋ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।