Proverbs 13:20 — Compare Translations
5 translations compared side by side
Odia - 1840
"ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହେବ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।