Proverbs 13:21 — Compare Translations

5 translations compared side by side

Odia - 1840
"ପାପୀମାନଙ୍କ ପଛ ରେ ମନ୍ଦ ଅନୁସରଣ କରେ। ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପାପୀମାନଙ୍କ ପଛରେ ମନ୍ଦ ଅନୁସରଣ କରେ, ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।