Proverbs 13:22 — Compare Translations
5 translations compared side by side
Odia - 1840
"ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।