Proverbs 13:24 — Compare Translations
5 translations compared side by side
Odia - 1840
"ଯେ ବାଡ଼ି ବ୍ଯବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ। ଯେ ତାହାକୁ ପ୍ ରମେ କରେ, ସେ ଯଥା ସମୟରେ ଶାସ୍ତି ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ। ଯେ ତାହାକୁ ପ୍ରେମ କରେ, ସେ ଯଥା ସମୟରେ ଶାସ୍ତି ପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
Odia IRV 2017 (ଓଡିଆ ବାଇବେଲ)
ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।