Proverbs 13:3 — Compare Translations

5 translations compared side by side

Odia - 1840
"ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଆପଣା ଓଷ୍ଠାଧର ବଡ଼ କରି ଫିଟାଏ, ତାହାର ବିନାଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା’ର ଜୀବନ ରକ୍ଷା କରେ, ଯେ ଚିନ୍ତା ନ କରି କହେ ସେ ବିନାଶ ପ୍ରାପ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।