Proverbs 13:4 — Compare Translations

5 translations compared side by side

Odia - 1840
"ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା’ର ଇଚ୍ଛାନୁସାରେ ଫଳ ଭୋଗ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)
ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।