Proverbs 13:5 — Compare Translations

5 translations compared side by side

Odia - 1840
"ଧାର୍ମିକ ଲୋକ ମିଥ୍ଯାକୁ ଘୃଣା କରେ। ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ଵରୂପ, ଆଉ ସେ ଲଜ୍ଜା ଭୋଗ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ, ମାତ୍ର ଦୁଷ୍ଟ ଲୋକ ଲଜ୍ଜା ଭୋଗ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।