Proverbs 13:6 — Compare Translations

5 translations compared side by side

Odia - 1840
"ଧାର୍ମିକତା ସରଳ ପଥଗାମୀକୁ ରକ୍ଷା କରେ। ମାତ୍ର ଦୁଷ୍ଟତା ପାପୀକୁ ପରାସ୍ତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକତା ସରଳ-ପଥଗାମୀକି ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକି ଓଲ୍ଟାଇ ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକତା ସରଳ ପଥଗାମୀକୁ ରକ୍ଷା କରେ, ମାତ୍ର ଦୁଷ୍ଟତା ପାପୀକୁ ପରାସ୍ତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।