Proverbs 13:7 — Compare Translations
5 translations compared side by side
Odia - 1840
"କହେି କହେି ଆପଣାକୁ ଧନୀ ବୋଲି ପରିଚଯ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ। ମାତ୍ର କେତକଙ୍କେର ଧନ ଥାଇ ମଧ୍ଯ ସମାନେେ ଦରିତ୍ର ପରି ଆଚରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କେହି କେହି ଆପଣାକୁ ଧନୀ ବୋଲି ପରିଚୟ ଦିଅନ୍ତି। କିନ୍ତୁ ତା’ର କିଛି ନ ଥାଏ, ମାତ୍ର କେତେକଙ୍କର ଧନ ଥାଇ ମଧ୍ୟ ସେମାନେ ଦରିଦ୍ର ପରି ଆଚରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।
Odia IRV 2017 (ଓଡିଆ ବାଇବେଲ)
କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।