Proverbs 13:8 — Compare Translations
5 translations compared side by side
Odia - 1840
"ମନୁଷ୍ଯର ଧନ ତାହାର ପ୍ରାଣର ପ୍ରାଯଶ୍ଚିତ ସ୍ବରୂପ। ମାତ୍ର ଦରିଦ୍ ରେଲାକ ଧମକ ଶୁଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ଵରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ ସ୍ୱରୂପ, ମାତ୍ର ଦରିଦ୍ରଲୋକ ଧମକ ଶୁଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।