Proverbs 14:1 — Compare Translations

5 translations compared side by side

Odia - 1840
"ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ଵହସ୍ତରେ ତାହା ଭାଙ୍ଗି ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା’ର ଅଜ୍ଞାନତାରେ ସ୍ୱହସ୍ତରେ ତା’ର ଗୃହକୁ ଧ୍ୱଂସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।