Proverbs 14:10 — Compare Translations
5 translations compared side by side
Odia - 1840
"ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଲୋକ ଦୁଃଖ କରେ, ତା’ର ଅନ୍ତରର ବେଦନା ଅନ୍ୟ କେହି ଜାଣନ୍ତି ନାହିଁ; ସେହିପରି ଜଣେ ଲୋକ ଆନନ୍ଦ ପାଇଲେ ତା’ର ଆନନ୍ଦ ଅନ୍ୟ କେହି ଅନୁଭବ କରିପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।