Proverbs 14:11 — Compare Translations

5 translations compared side by side

Odia - 1840
"ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ଵୁ ଉନ୍ନତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟମାନଙ୍କର ଗୃହ ନିପାତ ହେବ, ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।