Proverbs 14:12 — Compare Translations
5 translations compared side by side
Odia - 1840
"ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ଦୃଷ୍ଟିରେ ଯେକୌଣସି ପଥ ସରଳ ଦେଖାଯାଏ ତାହା ଶେଷରେ ମୃତ୍ୟୁର ପଥ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।