Proverbs 14:15 — Compare Translations

5 translations compared side by side

Odia - 1840
"ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ବୋଧ ଲୋକ ସବୁ କଥା ପ୍ରତ୍ୟୟ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବୋଧ ଯାହାସବୁ ଶୁଣେ, ବିଶ୍ୱାସ କରେ, ମାତ୍ର ଜ୍ଞାନୀମାନେ ପ୍ରତ୍ୟେକ କଥାକୁ ଅନୁଶୀଳନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
Odia IRV 2017 (ଓଡିଆ ବାଇବେଲ)
ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।