Proverbs 14:16 — Compare Translations

5 translations compared side by side

Odia - 1840
"ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।