Proverbs 14:17 — Compare Translations
5 translations compared side by side
Odia - 1840
"ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯିଏ ହଠାତ୍ କ୍ରୋଧିତ ହୁଏ, ମୂର୍ଖାମୀର କାର୍ଯ୍ୟ କରେ, କିନ୍ତୁ ଜଣେ ବ୍ୟକ୍ତି ଯିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
Odia IRV 2017 (ଓଡିଆ ବାଇବେଲ)
ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।