Proverbs 14:18 — Compare Translations
5 translations compared side by side
Odia - 1840
"ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅନଭିଜ୍ଞ ଲୋକମାନେ ନିର୍ବୋଧ ହୋଇ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନରେ ବିଭୂଷିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପାʼନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।