Proverbs 14:19 — Compare Translations
5 translations compared side by side
Odia - 1840
"ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ଵାରରେ ଦଣ୍ତବତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗରେ ପରାସ୍ତ ହୋଇ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗରେ ମଥାନତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।